ଗଣନା ପୁସ୍ତକ 33

ସେମାନେ ଦପ୍କାରୁ ଯାତ୍ରା କରି ଆଲୁଶରେ ଛାଉଣି ସ୍ଥାପନ କଲେ।

Numbers 33:13 (UKJV) And they departed from Dophkah, and encamped in Alush.

11ପୁଣି, ସେମାନେ ସୂଫ ସାଗର ନିକଟରୁ ଯାତ୍ରା କରି ସୀନ୍‍ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ।

12ପୁଣି, ସେମାନେ ସୀନ୍‍ ପ୍ରାନ୍ତରରୁ ଯାତ୍ରା କରି ଦପ୍କାରେ ଛାଉଣି ସ୍ଥାପନ କଲେ।

13ସେମାନେ ଦପ୍କାରୁ ଯାତ୍ରା କରି ଆଲୁଶରେ ଛାଉଣି ସ୍ଥାପନ କଲେ।

14ପୁଣି, ସେମାନେ ଆଲୁଶରୁ ଯାତ୍ରା କରି ରଫୀଦୀମରେ ଛାଉଣି ସ୍ଥାପନ କଲେ; ସେହି ସ୍ଥାନରେ ଲୋକମାନଙ୍କର ପିଇବା ନିମନ୍ତେ ଜଳ ନ ଥିଲା।

15ଏଉତ୍ତାରେ ସେମାନେ ରଫୀଦୀମରୁ ଯାତ୍ରା କରି ସୀନୟ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.