ଗଣନା ପୁସ୍ତକ 33

ଏଉତ୍ତାରେ ସେମାନେ ରଫୀଦୀମରୁ ଯାତ୍ରା କରି ସୀନୟ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ

Numbers 33:15 (UKJV) And they departed from Rephidim, and pitched in the wilderness of Sinai.

13ସେମାନେ ଦପ୍କାରୁ ଯାତ୍ରା କରି ଆଲୁଶରେ ଛାଉଣି ସ୍ଥାପନ କଲେ।

14ପୁଣି, ସେମାନେ ଆଲୁଶରୁ ଯାତ୍ରା କରି ରଫୀଦୀମରେ ଛାଉଣି ସ୍ଥାପନ କଲେ; ସେହି ସ୍ଥାନରେ ଲୋକମାନଙ୍କର ପିଇବା ନିମନ୍ତେ ଜଳ ନ ଥିଲା।

15ଏଉତ୍ତାରେ ସେମାନେ ରଫୀଦୀମରୁ ଯାତ୍ରା କରି ସୀନୟ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ

16ଓ ସେମାନେ ସୀନୟ ପ୍ରାନ୍ତରରୁ ଯାତ୍ରା କରି କିବ୍ରୋତ୍‍-ହତ୍ତାବାରେ ଛାଉଣି ସ୍ଥାପନ କଲେ।

17ପୁଣି, ସେମାନେ କିବ୍ରୋତ୍‍-ହତ୍ତାବାରୁ ଯାତ୍ରା କରି ହତ୍ସେରୋତରେ ଛାଉଣି ସ୍ଥାପନ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.