16ଓ ସେମାନେ ସୀନୟ ପ୍ରାନ୍ତରରୁ ଯାତ୍ରା କରି କିବ୍ରୋତ୍-ହତ୍ତାବାରେ ଛାଉଣି ସ୍ଥାପନ କଲେ।
17ପୁଣି, ସେମାନେ କିବ୍ରୋତ୍-ହତ୍ତାବାରୁ ଯାତ୍ରା କରି ହତ୍ସେରୋତରେ ଛାଉଣି ସ୍ଥାପନ କଲେ।
18ପୁଣି, ସେମାନେ ହତ୍ସେରୋତରୁ ଯାତ୍ରା କରି ରିତ୍ମାରେ ଛାଉଣି ସ୍ଥାପନ କଲେ
19ଓ ସେମାନେ ରିତ୍ମାରୁ ଯାତ୍ରା କରି ରିମ୍ମୋନ୍-ପେରସରେ ଛାଉଣି ସ୍ଥାପନ କଲେ।
20ପୁଣି, ସେମାନେ ରିମ୍ମୋନ୍-ପେରସରୁ ଯାତ୍ରା କରି ଲିବ୍ନାରେ ଛାଉଣି ସ୍ଥାପନ କଲେ।