ଗଣନା ପୁସ୍ତକ 33

ପୁଣି, ସେମାନେ ରିମ୍ମୋନ୍‍-ପେରସରୁ ଯାତ୍ରା କରି ଲିବ୍‍ନାରେ ଛାଉଣି ସ୍ଥାପନ କଲେ।

Numbers 33:20 (UKJV) And they departed from Rimmonparez, and pitched in Libnah.

18ପୁଣି, ସେମାନେ ହତ୍ସେରୋତରୁ ଯାତ୍ରା କରି ରିତ୍ମାରେ ଛାଉଣି ସ୍ଥାପନ କଲେ

19ଓ ସେମାନେ ରିତ୍ମାରୁ ଯାତ୍ରା କରି ରିମ୍ମୋନ୍‍-ପେରସରେ ଛାଉଣି ସ୍ଥାପନ କଲେ।

20ପୁଣି, ସେମାନେ ରିମ୍ମୋନ୍‍-ପେରସରୁ ଯାତ୍ରା କରି ଲିବ୍‍ନାରେ ଛାଉଣି ସ୍ଥାପନ କଲେ।

21ପୁଣି, ସେମାନେ ଲିବ୍‍ନାରୁ ଯାତ୍ରା କରି ରିସ୍ସାରେ ଛାଉଣି ସ୍ଥାପନ କଲେ।

22ପୁଣି, ସେମାନେ ରିସ୍ସାରୁ ଯାତ୍ରା କରି କହେଲାତରେ ଛାଉଣି ସ୍ଥାପନ କଲେ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.