ଗଣନା ପୁସ୍ତକ 33

ପୁଣି, ସେମାନେ ରିସ୍ସାରୁ ଯାତ୍ରା କରି କହେଲାତରେ ଛାଉଣି ସ୍ଥାପନ କଲେ,

Numbers 33:22 (UKJV) And they journeyed from Rissah, and pitched in Kehelathah.

20ପୁଣି, ସେମାନେ ରିମ୍ମୋନ୍‍-ପେରସରୁ ଯାତ୍ରା କରି ଲିବ୍‍ନାରେ ଛାଉଣି ସ୍ଥାପନ କଲେ।

21ପୁଣି, ସେମାନେ ଲିବ୍‍ନାରୁ ଯାତ୍ରା କରି ରିସ୍ସାରେ ଛାଉଣି ସ୍ଥାପନ କଲେ।

22ପୁଣି, ସେମାନେ ରିସ୍ସାରୁ ଯାତ୍ରା କରି କହେଲାତରେ ଛାଉଣି ସ୍ଥାପନ କଲେ,

23ଓ ସେମାନେ କହେଲାତରୁ ଯାତ୍ରା କରି ଶେଫର ପର୍ବତରେ ଛାଉଣି ସ୍ଥାପନ କଲେ

24ତହୁଁ ସେମାନେ ଶେଫର ପର୍ବତରୁ ଯାତ୍ରା କରି ହରାଦାରେ ଛାଉଣି ସ୍ଥାପନ କଲେ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.