22ପୁଣି, ସେମାନେ ରିସ୍ସାରୁ ଯାତ୍ରା କରି କହେଲାତରେ ଛାଉଣି ସ୍ଥାପନ କଲେ,
23ଓ ସେମାନେ କହେଲାତରୁ ଯାତ୍ରା କରି ଶେଫର ପର୍ବତରେ ଛାଉଣି ସ୍ଥାପନ କଲେ
24ତହୁଁ ସେମାନେ ଶେଫର ପର୍ବତରୁ ଯାତ୍ରା କରି ହରାଦାରେ ଛାଉଣି ସ୍ଥାପନ କଲେ,
25ଓ ସେମାନେ ହରାଦାରୁ ଯାତ୍ରା କରି ମଖେଲୋତରେ ଛାଉଣି ସ୍ଥାପନ କଲେ,
26ଓ ସେମାନେ ମଖେଲୋତରୁ ଯାତ୍ରା କରି ତହତରେ ଛାଉଣି ସ୍ଥାପନ କଲେ।