24ତହୁଁ ସେମାନେ ଶେଫର ପର୍ବତରୁ ଯାତ୍ରା କରି ହରାଦାରେ ଛାଉଣି ସ୍ଥାପନ କଲେ,
25ଓ ସେମାନେ ହରାଦାରୁ ଯାତ୍ରା କରି ମଖେଲୋତରେ ଛାଉଣି ସ୍ଥାପନ କଲେ,
26ଓ ସେମାନେ ମଖେଲୋତରୁ ଯାତ୍ରା କରି ତହତରେ ଛାଉଣି ସ୍ଥାପନ କଲେ।
27ସେମାନେ ତହତରୁ ଯାତ୍ରା କରି ତେରହରେ ଛାଉଣି ସ୍ଥାପନ କଲେ,
28ଓ ସେମାନେ ତେରହରୁ ଯାତ୍ରା କରି ମିତ୍କାରେ ଛାଉଣି ସ୍ଥାପନ କଲେ