ଗଣନା ପୁସ୍ତକ 33

ଓ ସେମାନେ ତେରହରୁ ଯାତ୍ରା କରି ମିତ୍‍କାରେ ଛାଉଣି ସ୍ଥାପନ କଲେ

Numbers 33:28 (UKJV) And they removed from Tarah, and pitched in Mithcah.

26ଓ ସେମାନେ ମଖେଲୋତରୁ ଯାତ୍ରା କରି ତହତରେ ଛାଉଣି ସ୍ଥାପନ କଲେ।

27ସେମାନେ ତହତରୁ ଯାତ୍ରା କରି ତେରହରେ ଛାଉଣି ସ୍ଥାପନ କଲେ,

28ଓ ସେମାନେ ତେରହରୁ ଯାତ୍ରା କରି ମିତ୍‍କାରେ ଛାଉଣି ସ୍ଥାପନ କଲେ

29ଓ ସେମାନେ ମିତ୍‍କାରୁ ଯାତ୍ରା କରି ହଶ୍‍ମୋନାରେ ଛାଉଣି ସ୍ଥାପନ କଲେ,

30ଓ ସେମାନେ ହଶ୍‍ମୋନାରୁ ଯାତ୍ରା କରି ମୋଷେରୋତରେ ଛାଉଣି ସ୍ଥାପନ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.