ଗଣନା ପୁସ୍ତକ 33

ଓ ସେମାନେ ହଶ୍‍ମୋନାରୁ ଯାତ୍ରା କରି ମୋଷେରୋତରେ ଛାଉଣି ସ୍ଥାପନ କଲେ।

Numbers 33:30 (UKJV) And they departed from Hashmonah, and encamped at Moseroth.

28ଓ ସେମାନେ ତେରହରୁ ଯାତ୍ରା କରି ମିତ୍‍କାରେ ଛାଉଣି ସ୍ଥାପନ କଲେ

29ଓ ସେମାନେ ମିତ୍‍କାରୁ ଯାତ୍ରା କରି ହଶ୍‍ମୋନାରେ ଛାଉଣି ସ୍ଥାପନ କଲେ,

30ଓ ସେମାନେ ହଶ୍‍ମୋନାରୁ ଯାତ୍ରା କରି ମୋଷେରୋତରେ ଛାଉଣି ସ୍ଥାପନ କଲେ।

31ପୁଣି, ସେମାନେ ମୋଷେରୋତରୁ ଯାତ୍ରା କରି ବନେୟାକନରେ ଛାଉଣି ସ୍ଥାପନ କଲେ,

32ଓ ସେମାନେ ବନେୟାକନରୁ ଯାତ୍ରା କରି ହୋର୍ହଗିଦ୍‍ଗଦରେ ଛାଉଣି ସ୍ଥାପନ କଲେ

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.