29ଓ ସେମାନେ ମିତ୍କାରୁ ଯାତ୍ରା କରି ହଶ୍ମୋନାରେ ଛାଉଣି ସ୍ଥାପନ କଲେ,
30ଓ ସେମାନେ ହଶ୍ମୋନାରୁ ଯାତ୍ରା କରି ମୋଷେରୋତରେ ଛାଉଣି ସ୍ଥାପନ କଲେ।
31ପୁଣି, ସେମାନେ ମୋଷେରୋତରୁ ଯାତ୍ରା କରି ବନେୟାକନରେ ଛାଉଣି ସ୍ଥାପନ କଲେ,
32ଓ ସେମାନେ ବନେୟାକନରୁ ଯାତ୍ରା କରି ହୋର୍ହଗିଦ୍ଗଦରେ ଛାଉଣି ସ୍ଥାପନ କଲେ
33ଓ ସେମାନେ ହୋର୍ହଗିଦ୍ଗଦରୁ ଯାତ୍ରା କରି ଯଟ୍ବାଥାରେ ଛାଉଣି ସ୍ଥାପନ କଲେ,