32ଓ ସେମାନେ ବନେୟାକନରୁ ଯାତ୍ରା କରି ହୋର୍ହଗିଦ୍ଗଦରେ ଛାଉଣି ସ୍ଥାପନ କଲେ
33ଓ ସେମାନେ ହୋର୍ହଗିଦ୍ଗଦରୁ ଯାତ୍ରା କରି ଯଟ୍ବାଥାରେ ଛାଉଣି ସ୍ଥାପନ କଲେ,
34ଓ ସେମାନେ ଯଟ୍ବାଥାରୁ ଯାତ୍ରା କରି ଆବ୍ରୋଣାରେ ଛାଉଣି ସ୍ଥାପନ କଲେ।
35ପୁଣି, ସେମାନେ ଆବ୍ରୋଣାରୁ ଯାତ୍ରା କରି ଇତ୍ସିୟୋନ-ଗେବରରେ ଛାଉଣି ସ୍ଥାପନ କଲେ।
36ପୁଣି, ସେମାନେ ଇତ୍ସିୟୋନ-ଗେବରରୁ ଯାତ୍ରା କରି ସୀନ୍ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ (ଏହାକୁ କାଦେଶ କହନ୍ତି),