ଗଣନା ପୁସ୍ତକ 33

ପୁଣି, ସେମାନେ ଆବ୍ରୋଣାରୁ ଯାତ୍ରା କରି ଇତ୍‍ସିୟୋନ-ଗେବରରେ ଛାଉଣି ସ୍ଥାପନ କଲେ।

Numbers 33:35 (UKJV) And they departed from Ebronah, and encamped at Eziongaber.

33ଓ ସେମାନେ ହୋର୍ହଗିଦ୍‍ଗଦରୁ ଯାତ୍ରା କରି ଯଟ୍‍ବାଥାରେ ଛାଉଣି ସ୍ଥାପନ କଲେ,

34ଓ ସେମାନେ ଯଟ୍‍ବାଥାରୁ ଯାତ୍ରା କରି ଆବ୍ରୋଣାରେ ଛାଉଣି ସ୍ଥାପନ କଲେ।

35ପୁଣି, ସେମାନେ ଆବ୍ରୋଣାରୁ ଯାତ୍ରା କରି ଇତ୍‍ସିୟୋନ-ଗେବରରେ ଛାଉଣି ସ୍ଥାପନ କଲେ।

36ପୁଣି, ସେମାନେ ଇତ୍‍ସିୟୋନ-ଗେବରରୁ ଯାତ୍ରା କରି ସୀନ୍‍ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ (ଏହାକୁ କାଦେଶ କହନ୍ତି),

37ଓ ସେମାନେ କାଦେଶରୁ ଯାତ୍ରା କରି ଇଦୋମ ଦେଶର ପ୍ରାନ୍ତରସ୍ଥିତ ହୋର ପର୍ବତରେ ଛାଉଣି ସ୍ଥାପନ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.