41ଆଉ ସେମାନେ ହୋର ପର୍ବତରୁ ଯାତ୍ରା କରି ସଲ୍ମୋନାରେ ଛାଉଣି ସ୍ଥାପନ କଲେ,
42ଓ ସେମାନେ ସଲ୍ମୋନାରୁ ଯାତ୍ରା କରି ପୂନୋନରେ ଛାଉଣି ସ୍ଥାପନ କଲେ,
43ଓ ସେମାନେ ପୂନୋନରୁ ଯାତ୍ରା କରି ଓବୋତରେ ଛାଉଣି ସ୍ଥାପନ କଲେ।
44ତହୁଁ ସେମାନେ ଓବୋତରୁ ଯାତ୍ରା କରି ମୋୟାବ ପ୍ରାନ୍ତସ୍ଥିତ ଇୟୀ-ଅବାରୀମରେ ଛାଉଣି ସ୍ଥାପନ କଲେ,
45ଓ ସେମାନେ ଇୟୀ-ଅବାରୀମରୁ ଯାତ୍ରା କରି ଦୀବୋନ୍-ଗାଦ୍ରେ ଛାଉଣି ସ୍ଥାପନ କଲେ,