42ଓ ସେମାନେ ସଲ୍ମୋନାରୁ ଯାତ୍ରା କରି ପୂନୋନରେ ଛାଉଣି ସ୍ଥାପନ କଲେ,
43ଓ ସେମାନେ ପୂନୋନରୁ ଯାତ୍ରା କରି ଓବୋତରେ ଛାଉଣି ସ୍ଥାପନ କଲେ।
44ତହୁଁ ସେମାନେ ଓବୋତରୁ ଯାତ୍ରା କରି ମୋୟାବ ପ୍ରାନ୍ତସ୍ଥିତ ଇୟୀ-ଅବାରୀମରେ ଛାଉଣି ସ୍ଥାପନ କଲେ,
45ଓ ସେମାନେ ଇୟୀ-ଅବାରୀମରୁ ଯାତ୍ରା କରି ଦୀବୋନ୍-ଗାଦ୍ରେ ଛାଉଣି ସ୍ଥାପନ କଲେ,
46ଓ ସେମାନେ ଦୀବୋନ୍-ଗାଦ୍ରୁ ଯାତ୍ରା କରି ଅଲମୋନ-ଦିବ୍ଲାଥୟିମରେ ଛାଉଣି ସ୍ଥାପନ କଲେ।