ଗଣନା ପୁସ୍ତକ 4

ସେମାନେ ଗଣାଯାʼନ୍ତେ, ଆଠ ହଜାର ପାଞ୍ଚ ଶହ ଅଶୀ ଜଣ ହେଲେ।

Numbers 4:48 (UKJV) Even those that were numbered of them, were eight thousand and five hundred and fourscore,

46ଏହିରୂପେ ମୋଶା, ହାରୋଣ ଓ ଇସ୍ରାଏଲର ଅଧିପତିଗଣ ଦ୍ୱାରା ଯେଉଁ ଲେବୀୟ ଲୋକମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣିତ ହେଲେ,

47ଅର୍ଥାତ୍‍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ ସେବାକର୍ମରେ ଓ ଭାର ବହିବା କର୍ମରେ ନିଯୁକ୍ତ ହେଲେ,

48ସେମାନେ ଗଣାଯାʼନ୍ତେ, ଆଠ ହଜାର ପାଞ୍ଚ ଶହ ଅଶୀ ଜଣ ହେଲେ।

49ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରତ୍ୟେକେ ମୋଶାଙ୍କର ହସ୍ତ ଦ୍ୱାରା ଆପଣା ଆପଣା ସେବା ଓ ଭାର ବହିବା କର୍ମ ଅନୁସାରେ ଗଣିତ ହେଲେ; ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାଙ୍କ ଦ୍ୱାରା ସେମାନେ ଗଣିତ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.