47ଅର୍ଥାତ୍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ ସେବାକର୍ମରେ ଓ ଭାର ବହିବା କର୍ମରେ ନିଯୁକ୍ତ ହେଲେ,
48ସେମାନେ ଗଣାଯାʼନ୍ତେ, ଆଠ ହଜାର ପାଞ୍ଚ ଶହ ଅଶୀ ଜଣ ହେଲେ।
49ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରତ୍ୟେକେ ମୋଶାଙ୍କର ହସ୍ତ ଦ୍ୱାରା ଆପଣା ଆପଣା ସେବା ଓ ଭାର ବହିବା କର୍ମ ଅନୁସାରେ ଗଣିତ ହେଲେ; ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାଙ୍କ ଦ୍ୱାରା ସେମାନେ ଗଣିତ ହେଲେ।