ଗଣନା ପୁସ୍ତକ 7

ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;

Numbers 7:21 (UKJV) One young bullock, one ram, one lamb of the first year, for a burnt offering:

19ସେ ଆପଣା ଉପହାର ନିମନ୍ତେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଏହା ଦେଲା, ଅର୍ଥାତ୍‍, ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;

20ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;

21ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;

22ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,

23ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ସୂୟାରର ପୁତ୍ର ନଥନେଲର ଉପହାର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.