36ପଞ୍ଚମ ଦିନ ଶିମୀୟୋନ-ସନ୍ତାନଗଣର ଅଧିପତି ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଆଣିଲା;
37ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାରେ ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ; ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;
38ଧୂପରେ ପରିପୂର୍ଣ୍ଣ ଦଶ ଶେକଲ ପରିମିତ ସ୍ୱର୍ଣ୍ଣର ଏକ ଚାମଚ;
39ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;
40ପାପାର୍ଥକ ବଳିଦାନ ନିମନ୍ତେ ଏକ ଛାଗ,