ଫିଲିପ୍ପୀୟ 4

ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ।

Philippians 4:23 (UKJV) The grace of our Lord Jesus Christ be with you all. Amen.

21ଖ୍ରୀଷ୍ଟ ଯୀଶୁଙ୍କ ନାମରେ ପ୍ରତ୍ୟେକ ସାଧୁଙ୍କୁ ନମସ୍କାର ଜଣାଅ। ମୋହର ସଙ୍ଗୀ ଭ୍ରାତୃଗଣ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।

22ସାଧୁମାନେ ସମସ୍ତେ, ବିଶେଷରେ ଯେଉଁମାନେ କାଇସରଙ୍କ ପ୍ରାସାଦରେ ଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।

23ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.