ହିତୋପଦେଶ 1

ମାତ୍ର ଯେଉଁ ଲୋକ ମୋହର କଥା ଶୁଣେ, ସେ ନିରାପଦରେ ବାସ କରିବ ଓ ଅମଙ୍ଗଳର ଆଶଙ୍କା ବିନା ବିଶ୍ରାମ ପାଇବ।”

Proverbs 1:33 (UKJV) But whoso hearkens unto me shall dwell safely, and shall be quiet from fear of evil.

31ଏଥିପାଇଁ ସେମାନେ ଆପଣା ଆପଣା କର୍ମର ପ୍ରତିଫଳ ଭୋଗିବେ ଓ ଆପଣା ଆପଣା କୁପରାମର୍ଶର ସମ୍ପୂର୍ଣ୍ଣ ଫଳ ଭୋଗ କରିବେ।

32ହଁ, ନିର୍ବୋଧମାନଙ୍କର ବିପଥଗମନ ସେମାନଙ୍କୁ ବିନାଶ କରିବ ଓ ଅଜ୍ଞାନମାନଙ୍କର ଆତ୍ମତୃପ୍ତି ସେମାନଙ୍କୁ ସଂହାର କରିବ।

33ମାତ୍ର ଯେଉଁ ଲୋକ ମୋହର କଥା ଶୁଣେ, ସେ ନିରାପଦରେ ବାସ କରିବ ଓ ଅମଙ୍ଗଳର ଆଶଙ୍କା ବିନା ବିଶ୍ରାମ ପାଇବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.