28ଆପଣା ଧନରେ ଯେ ନିର୍ଭର ରଖେ, ସେ ପତିତ ହେବ; ମାତ୍ର ଧାର୍ମିକ ଲୋକ ସତେଜ ପତ୍ର ପରି ପ୍ରଫୁଲ୍ଲ ହେବ।
29ଆପଣା ପରିବାରକୁ ଯେ ଦୁଃଖ ଦିଏ, ସେ ବାୟୁରୂପ ଅଧିକାର ପାଏ; ପୁଣି, ଅଜ୍ଞାନ ବିଜ୍ଞ ବ୍ୟକ୍ତିର ଦାସ ହେବ।
30ଧାର୍ମିକର ଫଳ ଜୀବନଦାୟକ ବୃକ୍ଷ ଅଟେ, ପୁଣି, ଯେ ଜ୍ଞାନବାନ, ସେ ଅନ୍ୟମାନଙ୍କର ଆତ୍ମା ଲାଭ କରେ।
31ଦେଖ, ପୃଥିବୀରେ ଧାର୍ମିକଗଣ ହିଁ ପ୍ରତିଫଳ ପାʼନ୍ତି, ତେବେ ଦୁଷ୍ଟ ଓ ପାପୀଗଣ କʼଣ ତତୋଧିକ ପାଇବେ ନାହିଁ?