25ମୂର୍ଖ ପୁତ୍ର ଆପଣା ପିତାର ଶୋକ ଓ ଆପଣା ଜନନୀର ଦୁଃଖର କାରଣ ହୁଏ।
26ଧାର୍ମିକକୁ ଶାସ୍ତି ଦେବାର ଅବା କୁଳୀନ ଲୋକଙ୍କୁ ସେମାନଙ୍କ ସରଳତା ସକାଶୁ ପ୍ରହାର କରିବାର ଉଚିତ ନୁହେଁ।
27ଯେ ଅଳ୍ପ ବାକ୍ୟ ବ୍ୟୟ କରେ, ତାହାର ଜ୍ଞାନ ଥାଏ; ପୁଣି, ଯାହାର ଶାନ୍ତ ଆତ୍ମା, ସେ ବୁଦ୍ଧିମାନ।
28ଅଜ୍ଞାନ ହିଁ ତୁନି ହେଲେ, ଜ୍ଞାନବାନ ଗଣିତ ହୁଏ; ପୁଣି, ସେ ଆପଣା ଓଷ୍ଠ ବନ୍ଦ କଲେ, ବୁଦ୍ଧିମାନ ଗଣିତ ହୁଏ।