ହିତୋପଦେଶ 18

ମନୁଷ୍ୟର ଆତ୍ମା ତାହାର ବ୍ୟଥା ସମ୍ଭାଳି ପାରେ; ମାତ୍ର ଭଗ୍ନ ଆତ୍ମାକୁ କିଏ ସହିପାରେ?

Proverbs 18:14 (UKJV) The spirit of a man will sustain his infirmity; but a wounded spirit who can bear?

12ବିନାଶ ସମ୍ମୁଖରେ ମନୁଷ୍ୟର ମନ ଗର୍ବିତ ହୁଏ, ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ।

13ଯେ ଶୁଣିବା ପୂର୍ବେ ଉତ୍ତର କରେ, ତାହା ତାହାର ପ୍ରତି ଅଜ୍ଞାନତା ଓ ଲଜ୍ଜା।

14ମନୁଷ୍ୟର ଆତ୍ମା ତାହାର ବ୍ୟଥା ସମ୍ଭାଳି ପାରେ; ମାତ୍ର ଭଗ୍ନ ଆତ୍ମାକୁ କିଏ ସହିପାରେ?

15ବୁଦ୍ଧିମାନର ମନ ଜ୍ଞାନ ଉପାର୍ଜ୍ଜନ କରେ; ପୁଣି, ଜ୍ଞାନୀର କର୍ଣ୍ଣ ଜ୍ଞାନ ଖୋଜେ।

16ମନୁଷ୍ୟର ଭେଟି ତାହା ପାଇଁ ପଥ ପରିଷ୍କାର କରେ, ପୁଣି, ବଡ଼ ଲୋକମାନଙ୍କ ଛାମୁକୁ ତାହାକୁ ଆଣେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.