ହିତୋପଦେଶ 19

ମଧ୍ୟ ପ୍ରାଣ ବିଦ୍ୟାହୀନ ହେବାର ଭଲ ନୁହେଁ; ପୁଣି, ଯେ ବେଗ କରି ପାଦ ପକାଏ, ସେ ପାପ କରେ।

Proverbs 19:2 (UKJV) Also, that the soul be without knowledge, it is not good; and he that hastes with his feet sins.

1ଯେଉଁ ଦରିଦ୍ର ଆପଣା ସିଦ୍ଧତାରେ ଚଳେ, ସେ କୁଟିଳୋଷ୍ଠ ଓ ମୂର୍ଖ ଲୋକ ଅପେକ୍ଷା ଭଲ।

2ମଧ୍ୟ ପ୍ରାଣ ବିଦ୍ୟାହୀନ ହେବାର ଭଲ ନୁହେଁ; ପୁଣି, ଯେ ବେଗ କରି ପାଦ ପକାଏ, ସେ ପାପ କରେ।

3ମନୁଷ୍ୟର ଅଜ୍ଞାନତା ତାହାର ଗତି ଓଲଟାଇ ପକାଏ, ପୁଣି, ତାହାର ମନ ସଦାପ୍ରଭୁଙ୍କ ବିରୁଦ୍ଧରେ ବିରକ୍ତ ହୁଏ।

4ଧନ ବହୁତ ମିତ୍ର ଲାଭ କରେ; ମାତ୍ର ଦରିଦ୍ର ଲୋକ ଆପଣା ମିତ୍ରଠାରୁ ଭିନ୍ନ ହୁଏ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.