ହିତୋପଦେଶ 22

ତୁମ୍ଭର ପିତୃପୁରୁଷମାନେ ଯେଉଁ ପୁରାତନ ସୀମା ସ୍ଥାପନ କରିଅଛନ୍ତି, ତାହା ଘୁଞ୍ଚାଅ ନାହିଁ।

Proverbs 22:28 (UKJV) Remove not the ancient landmark, which your fathers have set.

26ଯେଉଁମାନେ ହାତରେ ତାଳି ଦିଅନ୍ତି ଅବା ଋଣୀର ଲଗା ହୁଅନ୍ତି, ସେମାନଙ୍କ ମଧ୍ୟରେ ତୁମ୍ଭେ ଜଣେ ହୁଅ ନାହିଁ।

27ଯେବେ ପରିଶୋଧ କରିବାକୁ ତୁମ୍ଭର କିଛି ନ ଥାଏ, ତେବେ ସେ କାହିଁକି ତୁମ୍ଭ ତଳରୁ ତୁମ୍ଭର ଶଯ୍ୟା ନେଇଯିବ?

28ତୁମ୍ଭର ପିତୃପୁରୁଷମାନେ ଯେଉଁ ପୁରାତନ ସୀମା ସ୍ଥାପନ କରିଅଛନ୍ତି, ତାହା ଘୁଞ୍ଚାଅ ନାହିଁ।

29ତୁମ୍ଭେ କି କୌଣସି ଲୋକକୁ ଆପଣା ବ୍ୟବସାୟରେ ତତ୍ପର ଦେଖୁଅଛ? ସେ ରାଜାମାନଙ୍କ ସମ୍ମୁଖରେ ଠିଆ ହେବ। ସେ ନୀଚ ଲୋକଙ୍କ ଆଗରେ ଠିଆ ହେବ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.