ହିତୋପଦେଶ 23

ତୁମ୍ଭର ଚକ୍ଷୁ ବିପରୀତ ବିଷୟ ଦେଖିବ, ତୁମ୍ଭ ହୃଦୟ କୁଟିଳ କଥା କହିବ।

Proverbs 23:33 (UKJV) Yours eyes shall behold strange women, and yours heart shall utter perverse things.

31ଦ୍ରାକ୍ଷାରସ ରଙ୍ଗିୟା ହେଲେ, ପାତ୍ରରେ ଚକମକାଇଲେ ଓ ସହଜେ ଗଳାଧଃକରଣ ହେଲେ, ତୁମ୍ଭେ ତାକୁ ଅନାଅ ନାହିଁ।

32ଶେଷରେ ତାହା ସର୍ପ ପରି କାମୁଡ଼େ ଓ କାଳସର୍ପ ତୁଲ୍ୟ ଦଂଶନ କରେ।

33ତୁମ୍ଭର ଚକ୍ଷୁ ବିପରୀତ ବିଷୟ ଦେଖିବ, ତୁମ୍ଭ ହୃଦୟ କୁଟିଳ କଥା କହିବ।

34ପୁଣି, ତୁମ୍ଭେ ସମୁଦ୍ର ମଧ୍ୟରେ ଶୟନକାରୀ କିଅବା ଜାହାଜର ମାସ୍ତୁଲ ଉପରେ ଶୟନକାରୀ ଲୋକ ତୁଲ୍ୟ ହେବ।

35ତୁମ୍ଭେ କହିବ, ସେମାନେ ମୋତେ ମାଇଲେ, ମାତ୍ର ମୁଁ କ୍ଷତି ପାଇ ନାହିଁ; ସେମାନେ ମୋତେ ପ୍ରହାର କଲେ, ମାତ୍ର ମୁଁ କିଛି ଜାଣି ନାହିଁ; ମୁଁ କେବେ ଜାଗିବି? ପୁନର୍ବାର ମୁଁ ତାହା ଖୋଜିବି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.