ହିତୋପଦେଶ 25

ତୁମ୍ଭର ପାଦ ତୁମ୍ଭ ପ୍ରତିବାସୀର ଗୃହରେ କ୍ୱଚିତ ପଡ଼ୁ, ନୋହିଲେ ତୁମ୍ଭ ବିଷୟରେ କ୍ଳାନ୍ତ ହୋଇ ସେ ତୁମ୍ଭକୁ ଘୃଣା କରିବ।

Proverbs 25:17 (UKJV) Withdraw your foot from your neighbour's house; lest he be weary of you, and so hate you.

15ଦୀର୍ଘସହିଷ୍ଣୁତା ଦ୍ୱାରା ଶାସନକର୍ତ୍ତା ମଣାଯାଏ, ପୁଣି, କୋମଳ ଜିହ୍ୱା ଅସ୍ଥି ଭଗ୍ନ କରେ।

16ତୁମ୍ଭେ କି ମଧୁ ପାଇଅଛ? ତୁମ୍ଭର ଯେତିକି ଯଥେଷ୍ଟ, ସେତିକି ଖାଅ; ବହୁତ ଖାଇଲେ ତୁମ୍ଭେ ତାହା ଉଦ୍ଗାର କରି ପକାଇବ।

17ତୁମ୍ଭର ପାଦ ତୁମ୍ଭ ପ୍ରତିବାସୀର ଗୃହରେ କ୍ୱଚିତ ପଡ଼ୁ, ନୋହିଲେ ତୁମ୍ଭ ବିଷୟରେ କ୍ଳାନ୍ତ ହୋଇ ସେ ତୁମ୍ଭକୁ ଘୃଣା କରିବ।

18ପ୍ରତିବାସୀ ବିରୁଦ୍ଧରେ ଯେ ମିଥ୍ୟା ସାକ୍ଷ୍ୟ ଦିଏ, ସେ ଗଦା, ଖଡ୍ଗ ଓ ତୀକ୍ଷ୍ଣ ତୀର ସ୍ୱରୂପ;

19ଦୁର୍ଦ୍ଦଶା ସମୟରେ ବିଶ୍ୱାସଘାତକ ଲୋକଠାରେ ବିଶ୍ୱାସ, ଭଗ୍ନ ଦନ୍ତ ଓ ଖଞ୍ଜଖସା ଚରଣ ତୁଲ୍ୟ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.