ହିତୋପଦେଶ 26

ମିଥ୍ୟାବାଦୀ ଜିହ୍ୱା ଯାହାକୁ ଚୂର୍ଣ୍ଣ କରେ, ତାହାକୁ ହିଁ ଘୃଣା କରେ; ପୁଣି, ଚାଟୁବାଦୀ ମୁଖ ସର୍ବନାଶ ଜନ୍ମାଏ।

Proverbs 26:28 (UKJV) A lying tongue hates those that are afflicted by it; and a flattering mouth works ruin.

26ତାହାର ଘୃଣା କପଟରେ ଆପଣାକୁ ଆବୃତ କଲେ ହେଁ ତାହାର ମନ୍ଦତା ସଭାରେ ପ୍ରକାଶ ପାଇବ।

27ଯେ ଖାତ ଖୋଳେ, ସେ ଆପେ ତହିଁ ଭିତରେ ପଡ଼ିବ; ପୁଣି, ଯେ ପଥର ଗଡ଼ାଏ, ତାହା ତାହାର ଉପରକୁ ନେଉଟିବ।

28ମିଥ୍ୟାବାଦୀ ଜିହ୍ୱା ଯାହାକୁ ଚୂର୍ଣ୍ଣ କରେ, ତାହାକୁ ହିଁ ଘୃଣା କରେ; ପୁଣି, ଚାଟୁବାଦୀ ମୁଖ ସର୍ବନାଶ ଜନ୍ମାଏ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.