1ଯେଉଁ ଲୋକ ଥରକୁଥର ଅନୁଯୋଗ ପାଇଲେ ହେଁ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନୁ ହଠାତ୍ ଭଗ୍ନ ହେବ।
2ଧାର୍ମିକମାନେ ବର୍ଦ୍ଧିଷ୍ଣୁ ହେଲେ, ଲୋକମାନେ ଆନନ୍ଦ କରନ୍ତି; ମାତ୍ର ଦୁଷ୍ଟ ଲୋକ କର୍ତ୍ତୃତ୍ୱ ପାଇଲେ, ଲୋକମାନେ ଆର୍ତ୍ତସ୍ୱର କରନ୍ତି।
3ଯେଉଁ ଲୋକ ଜ୍ଞାନକୁ ସ୍ନେହ କରେ, ସେ ଆପଣା ପିତାକୁ ଆନନ୍ଦିତ କରେ; ମାତ୍ର ଯେ ବେଶ୍ୟାମାନଙ୍କଠାରେ ଅନୁରକ୍ତ, ସେ ଆପଣା ସମ୍ପତ୍ତି ଉଡ଼ାଇ ଦିଏ।