ହିତୋପଦେଶ 29

ଅନେକେ ଶାସନକର୍ତ୍ତାର ଅନୁଗ୍ରହ ଚାହାନ୍ତି; ମାତ୍ର ମନୁଷ୍ୟର ବିଚାର ସଦାପ୍ରଭୁଙ୍କଠାରୁ ହୁଏ।

Proverbs 29:26 (UKJV) Many seek the ruler's favour; but every man's judgment comes from the LORD.

24ଚୋରର ଭାଗୀ ଆପଣା ପ୍ରାଣକୁ ଘୃଣା କରେ, ସେ ରାଣ କରାଇବାର କଥା ଶୁଣେ, କିନ୍ତୁ କିଛି ପ୍ରକାଶ କରେ ନାହିଁ।

25ଲୋକଭୟ ଫାନ୍ଦଜନକ; ମାତ୍ର ସଦାପ୍ରଭୁଙ୍କଠାରେ ଯେ ନିର୍ଭର ରଖେ, ସେ ସୁରକ୍ଷିତ ହେବ।

26ଅନେକେ ଶାସନକର୍ତ୍ତାର ଅନୁଗ୍ରହ ଚାହାନ୍ତି; ମାତ୍ର ମନୁଷ୍ୟର ବିଚାର ସଦାପ୍ରଭୁଙ୍କଠାରୁ ହୁଏ।

27ଅଧର୍ମକାରୀ ଲୋକ ଧାର୍ମିକର ଘୃଣା ବିଷୟ, ପୁଣି, ସରଳ-ପଥଗାମୀ ଦୁଷ୍ଟ ଲୋକର ଘୃଣା ବିଷୟ ହୁଏ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.