1ଯାକିର ପୁତ୍ର ଆଗୁରର କଥା: ଅର୍ଥ ଭାରୋକ୍ତି। ସେ ମନୁଷ୍ୟ ଈଥୀୟେଲକୁ, ଅର୍ଥାତ୍, ଈଥୀୟେଲ ଓ ଉକଲକୁ କହେ:
2ଅବଶ୍ୟ ମୁଁ ମନୁଷ୍ୟ ଅପେକ୍ଷା ପଶୁବତ୍, ପୁଣି, ମୋʼ ଠାରେ ମନୁଷ୍ୟର ବିବେଚନା ନାହିଁ।
3ମୁଁ ଜ୍ଞାନ ଶିଖି ନାହିଁ, ଅବା ଧର୍ମସ୍ୱରୂପଙ୍କ ବିଷୟକ ବିଦ୍ୟା ମୋʼ ଠାରେ ନାହିଁ।
ଯାକିର ପୁତ୍ର ଆଗୁରର କଥା: ଅର୍ଥ ଭାରୋକ୍ତି। ସେ ମନୁଷ୍ୟ ଈଥୀୟେଲକୁ, ଅର୍ଥାତ୍, ଈଥୀୟେଲ ଓ ଉକଲକୁ କହେ:
Proverbs 30:1 (UKJV) The words of Agur the son of Jakeh, even the prophecy: the man spoke unto Ithiel, even unto Ithiel and Ucal,
1ଯାକିର ପୁତ୍ର ଆଗୁରର କଥା: ଅର୍ଥ ଭାରୋକ୍ତି। ସେ ମନୁଷ୍ୟ ଈଥୀୟେଲକୁ, ଅର୍ଥାତ୍, ଈଥୀୟେଲ ଓ ଉକଲକୁ କହେ:
2ଅବଶ୍ୟ ମୁଁ ମନୁଷ୍ୟ ଅପେକ୍ଷା ପଶୁବତ୍, ପୁଣି, ମୋʼ ଠାରେ ମନୁଷ୍ୟର ବିବେଚନା ନାହିଁ।
3ମୁଁ ଜ୍ଞାନ ଶିଖି ନାହିଁ, ଅବା ଧର୍ମସ୍ୱରୂପଙ୍କ ବିଷୟକ ବିଦ୍ୟା ମୋʼ ଠାରେ ନାହିଁ।
Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.