ହିତୋପଦେଶ 5

ହେ ମୋହର ପୁତ୍ର, ମୋʼ ଜ୍ଞାନରେ ମନ ଦିଅ; ମୋʼ ବୁଦ୍ଧି ପ୍ରତି ତୁମ୍ଭ କାନ ଡେର;

Proverbs 5:1 (UKJV) My son, attend unto my wisdom, and bow yours ear to my understanding:

1ହେ ମୋହର ପୁତ୍ର, ମୋʼ ଜ୍ଞାନରେ ମନ ଦିଅ; ମୋʼ ବୁଦ୍ଧି ପ୍ରତି ତୁମ୍ଭ କାନ ଡେର;

2ଯେପରି ତୁମ୍ଭେ ପରିଣାମଦର୍ଶିତା ରକ୍ଷା କରି ପାରିବ ଓ ଯେପରି ତୁମ୍ଭ ଓଷ୍ଠାଧର ଜ୍ଞାନର କଥା ପାଳନ କରି ପାରିବ।

3ଯେହେତୁ ପରସ୍ତ୍ରୀର ଓଷ୍ଠରୁ ଟୋପା ଟୋପା ମଧୁ କ୍ଷରେ, ତାହାର ମୁଖ ତୈଳ ଅପେକ୍ଷା ଅଧିକ ଚିକ୍କଣ ଅଟେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.