4କିନ୍ତୁ ତାହାର ଶେଷ ଦଶା ନାଗଦଅଣା ନ୍ୟାୟ ପିତା, ଦ୍ୱିଧାର ଖଡ୍ଗ ତୁଲ୍ୟ ତୀକ୍ଷ୍ଣ।
5ତାହାର ପାଦ ମୃତ୍ୟୁୁ ଆଡ଼କୁ ଓହ୍ଲାଇଯାଏ; ତାହାର ପାଦ ସିଧା କବରରେ ପଡ଼େ;
6ଏଣୁ ସେ ଜୀବନର ସମାନ ପଥ ପାଏ ନାହିଁ; ତାହାର ପଥସବୁ ଚଞ୍ଚଳ, ଆଉ ସେ ତାହା ଜାଣେ ନାହିଁ।
7ଏହେତୁ ହେ ମୋହର ପୁତ୍ରମାନେ, ମୋʼ କଥା ଶୁଣ ଏବଂ ମୋʼ ମୁଖର ବାକ୍ୟରୁ ବିମୁଖ ହୁଅ ନାହିଁ।
8ତାହା (ସେହି ସ୍ତ୍ରୀ) ଠାରୁ ଆପଣା ପଥ ଦୂରରେ ରଖ ଏବଂ ତାହାର ଗୃହର ଦ୍ୱାର ନିକଟକୁ ଯାଅ ନାହିଁ।