ହିତୋପଦେଶ 8

ଯେହେତୁ ଯେ ମୋତେ ପାଏ, ସେ ଜୀବନ ପାଏ ଏବଂ ସଦାପ୍ରଭୁଙ୍କର ଅନୁଗ୍ରହପ୍ରାପ୍ତ ହେବ।

Proverbs 8:35 (UKJV) For whoso finds me finds life, and shall obtain favour of the LORD.

33ଉପଦେଶ ଶୁଣି ଜ୍ଞାନବାନ ହୁଅ; ପୁଣି, ତାହା ଅଗ୍ରାହ୍ୟ କର ନାହିଁ।

34ଯେ ମୋʼ କଥା ଶୁଣେ ଓ ମୋʼ ଦ୍ୱାର ନିକଟରେ ନିତ୍ୟ ଜଗି ରହେ, ମୋʼ ଦ୍ୱାରର ଚୌକାଠ ନିକଟରେ ଅନୁସରଣ କରେ, ସେହି ଲୋକ ଧନ୍ୟ।

35ଯେହେତୁ ଯେ ମୋତେ ପାଏ, ସେ ଜୀବନ ପାଏ ଏବଂ ସଦାପ୍ରଭୁଙ୍କର ଅନୁଗ୍ରହପ୍ରାପ୍ତ ହେବ।

36ମାତ୍ର ଯେ ମୋʼ ବିରୁଦ୍ଧରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ; ଯେଉଁ ସମସ୍ତ ଲୋକ ମୋତେ ଘୃଣା କରନ୍ତି, ସେମାନେ ମୃତ୍ୟୁକୁ ଭଲ ପାଆନ୍ତି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.