ଗୀତସଂହିତା 105

ସେ ସେମାନଙ୍କ ଆଗରେ ଏକ ମନୁଷ୍ୟକୁ ପଠାଇଲେ; ଯୋଷେଫ ଦାସ ହେବା ପାଇଁ ବିକ୍ରୀତ ହେଲା;

Psalm 105:17 (UKJV) He sent a man before them, even Joseph, who was sold for a servant:

15“ଆମ୍ଭ ଅଭିଷିକ୍ତମାନଙ୍କୁ ସ୍ପର୍ଶ କର ନାହିଁ ଓ ଆମ୍ଭ ଭବିଷ୍ୟଦ୍‍ବକ୍ତାଗଣର କୌଣସି କ୍ଷତି କର ନାହିଁ।”

16ଏଥିଉତ୍ତାରେ ସେ ଦେଶରେ ଦୁର୍ଭିକ୍ଷ ଆଜ୍ଞା କଲେ; ସେ ଭକ୍ଷ୍ୟରୂପ ସମଗ୍ର ଯଷ୍ଟି ଭଗ୍ନ କଲେ।

17ସେ ସେମାନଙ୍କ ଆଗରେ ଏକ ମନୁଷ୍ୟକୁ ପଠାଇଲେ; ଯୋଷେଫ ଦାସ ହେବା ପାଇଁ ବିକ୍ରୀତ ହେଲା;

18ସେମାନେ ବେଡ଼ିରେ ତାହାର ଚରଣକୁ ଦୁଃଖ ଦେଲେ; ସେ ଲୌହ ଶୃଙ୍ଖଳରେ ରଖାଗଲା;

19ଶେଷରେ ତାହାର ବଚନ ସଫଳ ହେଲା; ସଦାପ୍ରଭୁଙ୍କ ବାକ୍ୟ ତାହାକୁ ପରୀକ୍ଷା କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.