ଗୀତସଂହିତା 105

ମଧ୍ୟ ସେ ସେମାନଙ୍କ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷସବୁ ଆଘାତ କଲେ ଓ ସେମାନଙ୍କ ସୀମାସ୍ଥିତ ବୃକ୍ଷସବୁ ଭାଙ୍ଗି ପକାଇଲେ।

Psalm 105:33 (UKJV) He stroke their vines also and their fig trees; and brake the trees of their coasts.

31ସେ ଆଜ୍ଞା କରନ୍ତେ, ଦଂଶକର ଝିଙ୍କ ଓ ସେମାନଙ୍କ ସକଳ ଅଞ୍ଚଳରେ ଉକୁଣିଆ ପୋକ ଉପସ୍ଥିତ ହେଲେ।

32ସେ ସେମାନଙ୍କୁ ବୃଷ୍ଟି ବଦଳେ ଶିଳା ଓ ସେମାନଙ୍କ ଦେଶରେ ଶିଖାଯୁକ୍ତ ଅଗ୍ନି ଦେଲେ।

33ମଧ୍ୟ ସେ ସେମାନଙ୍କ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷସବୁ ଆଘାତ କଲେ ଓ ସେମାନଙ୍କ ସୀମାସ୍ଥିତ ବୃକ୍ଷସବୁ ଭାଙ୍ଗି ପକାଇଲେ।

34ସେ ଆଜ୍ଞା କରନ୍ତେ, ଅସଂଖ୍ୟ ପଙ୍ଗପାଳ ଓ ପତଙ୍ଗ ଉପସ୍ଥିତ ହେଲେ;

35ପୁଣି, ସେମାନଙ୍କ ଦେଶର ସବୁ ତୃଣ ଖାଇ ପକାଇଲେ ଓ ସେମାନଙ୍କ ଭୂମିର ଫଳସବୁ ଗ୍ରାସ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.