ଗୀତସଂହିତା 11

କାରଣ ସଦାପ୍ରଭୁ ଧର୍ମମୟ; ସେ ଧାର୍ମିକତାକୁ ପ୍ରେମ କରନ୍ତି; ସରଳ ଲୋକ ତାହାଙ୍କ ମୁଖ ଦର୍ଶନ କରିବ।

Psalm 11:7 (UKJV) For the righteous LORD loves righteousness; his countenance does behold the upright.

5ସଦାପ୍ରଭୁ ଧାର୍ମିକର ପରୀକ୍ଷା କରନ୍ତି; ମାତ୍ର ଦୁଷ୍ଟ ଓ ଦୌରାତ୍ମ୍ୟପ୍ରିୟ ଲୋକକୁ ସେ ଘୃଣା କରନ୍ତି।

6ସେ ଦୁଷ୍ଟମାନଙ୍କ ଉପରେ ଜାଲ ବର୍ଷାଇବେ; ଅଗ୍ନି, ଗନ୍ଧକ ଓ ଝାଞ୍ଜି ପବନ ସେମାନଙ୍କ ପାନପାତ୍ରର ଅଂଶ ହେବ।

7କାରଣ ସଦାପ୍ରଭୁ ଧର୍ମମୟ; ସେ ଧାର୍ମିକତାକୁ ପ୍ରେମ କରନ୍ତି; ସରଳ ଲୋକ ତାହାଙ୍କ ମୁଖ ଦର୍ଶନ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.