ଗୀତସଂହିତା 112

ତାହାର ବଂଶ ପୃଥିବୀରେ ବିକ୍ରମଶାଳୀ ହେବେ ସରଳ ଲୋକର ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।

Psalm 112:2 (UKJV) His seed shall be mighty upon earth: the generation of the upright shall be blessed.

1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ଯେଉଁ ଜନ ସଦାପ୍ରଭୁଙ୍କୁ ଭୟ କରେ, ଯେ ତାହାଙ୍କ ଆଜ୍ଞାସବୁରେ ଅତିଶୟ ସନ୍ତୁଷ୍ଟ ହୁଏ, ସେ ଧନ୍ୟ।

2ତାହାର ବଂଶ ପୃଥିବୀରେ ବିକ୍ରମଶାଳୀ ହେବେ ସରଳ ଲୋକର ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।

3ତାହାର ଗୃହରେ ଧନସମ୍ପତ୍ତି ଥାଏ ଓ ତାହାର ଧର୍ମ ସଦାକାଳସ୍ଥାୟୀ

4ସରଳ ଲୋକଙ୍କ ପ୍ରତି ଅନ୍ଧକାରରେ ଦୀପ୍ତି ଉଦିତ ହୁଏ; ସେ କୃପାମୟ ଓ ସ୍ନେହଶୀଳ ଓ ଧାର୍ମିକ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.