14ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଓ ତାହାଙ୍କ ଲୋକମାନଙ୍କ ସାକ୍ଷାତରେ ଆପଣା ମାନତ ପୂର୍ଣ୍ଣ କରିବି।
15ସଦାପ୍ରଭୁଙ୍କ ଦୃଷ୍ଟିରେ ତାହାଙ୍କ ସଦ୍ଭକ୍ତମାନଙ୍କ ମରଣ ବହୁମୂଲ୍ୟ ଅଟେ।
16ହେ ସଦାପ୍ରଭୋ, ମୁଁ ନିତାନ୍ତ ତୁମ୍ଭର ଦାସ; ମୁଁ ତୁମ୍ଭର ଦାସ, ତୁମ୍ଭ ଦାସୀର ପୁତ୍ର; ତୁମ୍ଭେ ମୋହର ବନ୍ଧନସବୁ ମୁକୁଳାଇଅଛ।
17ମୁଁ ତୁମ୍ଭ ନିକଟରେ ଧନ୍ୟବାଦାର୍ଥକ ବଳି ଉତ୍ସର୍ଗ କରିବି, ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି।
18ମୁଁ ତାହାଙ୍କ ଲୋକମାନଙ୍କ ସାକ୍ଷାତରେ, ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ,