ଗୀତସଂହିତା 116

ମୁଁ ତାହାଙ୍କ ଲୋକମାନଙ୍କ ସାକ୍ଷାତରେ, ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ,

Psalm 116:18 (UKJV) I will pay my vows unto the LORD now in the presence of all his people.

16ହେ ସଦାପ୍ରଭୋ, ମୁଁ ନିତାନ୍ତ ତୁମ୍ଭର ଦାସ; ମୁଁ ତୁମ୍ଭର ଦାସ, ତୁମ୍ଭ ଦାସୀର ପୁତ୍ର; ତୁମ୍ଭେ ମୋହର ବନ୍ଧନସବୁ ମୁକୁଳାଇଅଛ।

17ମୁଁ ତୁମ୍ଭ ନିକଟରେ ଧନ୍ୟବାଦାର୍ଥକ ବଳି ଉତ୍ସର୍ଗ କରିବି, ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି।

18ମୁଁ ତାହାଙ୍କ ଲୋକମାନଙ୍କ ସାକ୍ଷାତରେ, ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ,

19ହେ ଯିରୂଶାଲମ, ତୁମ୍ଭ ମଧ୍ୟରେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କରିବି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.