ଗୀତସଂହିତା 119

ମୁଁ ତୁମ୍ଭ ମୁଖନିର୍ଗତ ଶାସନସକଳ ଆପଣା ଓଷ୍ଠାଧରରେ ବର୍ଣ୍ଣନା କରିଅଛି।

Psalm 119:13 (UKJV) With my lips have I declared all the judgments of your mouth.

11ମୁଁ ଯେପରି ତୁମ୍ଭ ବିରୁଦ୍ଧରେ ପାପ ନ କରେ, ଏଥିପାଇଁ ମୁଁ ଆପଣା ହୃଦୟ ମଧ୍ୟରେ ତୁମ୍ଭର ବାକ୍ୟ ସଞ୍ଚୟ କରି ରଖିଅଛି।

12ହେ ସଦାପ୍ରଭୋ, ତୁମ୍ଭେ ଧନ୍ୟ; ତୁମ୍ଭର ବିଧିସବୁ ମୋତେ ଶିଖାଅ।

13ମୁଁ ତୁମ୍ଭ ମୁଖନିର୍ଗତ ଶାସନସକଳ ଆପଣା ଓଷ୍ଠାଧରରେ ବର୍ଣ୍ଣନା କରିଅଛି।

14ଯେପରି ସମୁଦାୟ ଧନରେ, ସେପରି ମୁଁ ତୁମ୍ଭ ପ୍ରମାଣ-ବାକ୍ୟରୂପ ପଥରେ ଆମୋଦ କରିଅଛି।

15ମୁଁ ତୁମ୍ଭର ବିଧାନସବୁ ଧ୍ୟାନ କରିବି ଓ ତୁମ୍ଭ ପଥ ପ୍ରତି ଦୃଷ୍ଟି ରଖିବି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.