ଗୀତସଂହିତା 119

ହେ ସଦାପ୍ରଭୋ, ତୁମ୍ଭେ ଧର୍ମମୟ ଓ ତୁମ୍ଭର ଶାସନସକଳ ସରଳ।

Psalm 119:137 (UKJV) Righteous are you, O LORD, and upright are your judgments.

135ତୁମ୍ଭ ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର ଓ ତୁମ୍ଭର ବିଧିସବୁ ମୋତେ ଶିଖାଅ।

136ଲୋକମାନେ ତୁମ୍ଭର ବ୍ୟବସ୍ଥା ପାଳନ ନ କରିବାରୁ ମୋʼ ଚକ୍ଷୁରୁ ଜଳଧାରା ବହୁଅଛି।

137ହେ ସଦାପ୍ରଭୋ, ତୁମ୍ଭେ ଧର୍ମମୟ ଓ ତୁମ୍ଭର ଶାସନସକଳ ସରଳ।

138ତୁମ୍ଭେ ଧର୍ମରେ ଓ ଅତି ବିଶ୍ୱସ୍ତତାରେ ଆପଣା ପ୍ରମାଣ-ବାକ୍ୟସବୁ ଆଜ୍ଞା କରିଅଛ।

139ମୋହର ଉଦ୍‍ଯୋଗ ମୋତେ ଗ୍ରାସ କରିଅଛି, କାରଣ ମୋହର ବିପକ୍ଷଗଣ ତୁମ୍ଭର ବାକ୍ୟସବୁ ପାସୋରିଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.