ଗୀତସଂହିତା 119

ତୁମ୍ଭର ଧର୍ମମୟ ଶାସନ ସକାଶୁ ମୁଁ ଦିନ ମଧ୍ୟରେ ସାତ ଥର ତୁମ୍ଭର ପ୍ରଶଂସା କରେ।

Psalm 119:164 (UKJV) Seven times a day do I praise you because of your righteous judgments.

162କେହି ପ୍ରଚୁର ଲୁଟଧନ ପାଇବା ପରି ମୁଁ ତୁମ୍ଭ ବାକ୍ୟରେ ଆନନ୍ଦ କରେ।

163ମୁଁ ମିଥ୍ୟାକୁ ଘୃଣା ଓ ଅଶ୍ରଦ୍ଧା କରେ; ମାତ୍ର ତୁମ୍ଭ ବ୍ୟବସ୍ଥାକୁ ମୁଁ ସ୍ନେହ କରେ।

164ତୁମ୍ଭର ଧର୍ମମୟ ଶାସନ ସକାଶୁ ମୁଁ ଦିନ ମଧ୍ୟରେ ସାତ ଥର ତୁମ୍ଭର ପ୍ରଶଂସା କରେ।

165ତୁମ୍ଭ ବ୍ୟବସ୍ଥା ସ୍ନେହକାରୀମାନେ ମହାଶାନ୍ତି ପ୍ରାପ୍ତ ହୁଅନ୍ତି; ପୁଣି, ସେମାନଙ୍କର ଝୁଣ୍ଟିବାର କୌଣସି କାରଣ ଘଟେ ନାହିଁ।

166ହେ ସଦାପ୍ରଭୋ, ମୁଁ ତୁମ୍ଭର ପରିତ୍ରାଣ ପାଇଁ ପ୍ରତ୍ୟାଶା କରିଅଛି, ଓ ତୁମ୍ଭର ଆଜ୍ଞାସବୁ ପାଳନ କରିଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.