ଗୀତସଂହିତା 119

ସେମାନେ ପୃଥିବୀରେ ମୋତେ ପ୍ରାୟ ବିନାଶ କରିଥିଲେ; ମାତ୍ର ମୁଁ ତୁମ୍ଭର ବିଧାନସବୁ ତ୍ୟାଗ କଲି ନାହିଁ।

Psalm 119:87 (UKJV) They had almost consumed me upon earth; but I forsook not your precepts.

85ଅହଙ୍କାରୀମାନେ ମୋʼ ପାଇଁ ଗର୍ତ୍ତ ଖୋଳିଅଛନ୍ତି, ସେମାନେ ତୁମ୍ଭ ବ୍ୟବସ୍ଥାର ଅନୁଗାମୀ ନୁହନ୍ତି।

86ତୁମ୍ଭର ଆଜ୍ଞାସବୁ ବିଶ୍ୱସନୀୟ; ସେମାନେ ଅନ୍ୟାୟରେ ମୋତେ ତାଡ଼ନା କରନ୍ତି; ତୁମ୍ଭେ ମୋହର ସାହାଯ୍ୟ କର।

87ସେମାନେ ପୃଥିବୀରେ ମୋତେ ପ୍ରାୟ ବିନାଶ କରିଥିଲେ; ମାତ୍ର ମୁଁ ତୁମ୍ଭର ବିଧାନସବୁ ତ୍ୟାଗ କଲି ନାହିଁ।

88ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋʼ ଜୀବନକୁ ରକ୍ଷା କର; ତହୁଁ ମୁଁ ତୁମ୍ଭ ମୁଖର ପ୍ରମାଣ-ବାକ୍ୟ ପାଳନ କରିବି।

89ହେ ସଦାପ୍ରଭୋ, ତୁମ୍ଭ ବାକ୍ୟ ଅନନ୍ତକାଳ ନିମନ୍ତେ ସ୍ୱର୍ଗରେ ସଂସ୍ଥାପିତ ଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.