ଗୀତସଂହିତା 122

“ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହକୁ ଯାଉ,” ଏହି କଥା ଲୋକମାନେ ମୋତେ କହିବା ବେଳେ ମୁଁ ଆନନ୍ଦିତ ହେଲି।

Psalm 122:1 (UKJV) I was glad when they said unto me, Let us go into the house of the LORD.

1“ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହକୁ ଯାଉ,” ଏହି କଥା ଲୋକମାନେ ମୋତେ କହିବା ବେଳେ ମୁଁ ଆନନ୍ଦିତ ହେଲି।

2ହେ ଯିରୂଶାଲମ, ତୁମ୍ଭ ଦ୍ୱାର ଭିତରେ ଆମ୍ଭମାନଙ୍କ ଚରଣ ଠିଆ ହେଉଅଛି;

3ହେ ଯିରୂଶାଲମ, ତୁମ୍ଭେ ସୁସଂଯୁକ୍ତ ଏକ ନଗର ତୁଲ୍ୟ ନିର୍ମିତ ହୋଇଅଛ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.