ଗୀତସଂହିତା 126

ଯଦ୍ୟପି ସେ ବିହନ ବହି କାନ୍ଦି କାନ୍ଦି ଆପଣା ପଥରେ ଯାଏ, ତଥାପି ସେ ବିଡ଼ା ଘେନି ଆନନ୍ଦ କରୁ କରୁ ନେଉଟି ଆସିବ।

Psalm 126:6 (UKJV) He that goes forth and weeps, bearing precious seed, shall doubtless come again with rejoicing, bringing his sheaves with him.

4ହେ ସଦାପ୍ରଭୋ, ଦକ୍ଷିଣ ଦିଗର ସ୍ରୋତ ପରି ଆମ୍ଭମାନଙ୍କ ଦାସତ୍ୱାବସ୍ଥା ପରିବର୍ତ୍ତନ କର।

5ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ।

6ଯଦ୍ୟପି ସେ ବିହନ ବହି କାନ୍ଦି କାନ୍ଦି ଆପଣା ପଥରେ ଯାଏ, ତଥାପି ସେ ବିଡ଼ା ଘେନି ଆନନ୍ଦ କରୁ କରୁ ନେଉଟି ଆସିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.