ଗୀତସଂହିତା 132

ସେଠାରେ ଆମ୍ଭେ ଦାଉଦର ଶୃଙ୍ଗ ଅଙ୍କୁରିତ କରିବା; ଆମ୍ଭେ ଆପଣା ଅଭିଷିକ୍ତଙ୍କ ପାଇଁ ଏକ ପ୍ରଦୀପ ନିରୂପଣ କରିଅଛୁ।

Psalm 132:17 (UKJV) There will I make the horn of David to bud: I have ordained a lamp for mine anointed.

15ଆମ୍ଭେ ତାହାର ଭକ୍ଷ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା; ଆମ୍ଭେ ତାହାର ଦରିଦ୍ରଗଣକୁ ଅନ୍ନ ଦେଇ ତୃପ୍ତ କରିବା।

16ଆମ୍ଭେ ତାହାର ଯାଜକଗଣକୁ ହିଁ ତ୍ରାଣ ରୂପ ବସ୍ତ୍ର ପିନ୍ଧାଇବା ଓ ତାହାର ସଦ୍‍ଭକ୍ତମାନେ ଆନନ୍ଦରେ ଉଚ୍ଚଧ୍ୱନି କରିବେ।

17ସେଠାରେ ଆମ୍ଭେ ଦାଉଦର ଶୃଙ୍ଗ ଅଙ୍କୁରିତ କରିବା; ଆମ୍ଭେ ଆପଣା ଅଭିଷିକ୍ତଙ୍କ ପାଇଁ ଏକ ପ୍ରଦୀପ ନିରୂପଣ କରିଅଛୁ।

18ତାହାଙ୍କ ଶତ୍ରୁଗଣକୁ ଆମ୍ଭେ ଲଜ୍ଜାରୂପ ବସ୍ତ୍ର ପିନ୍ଧାଇବା; ମାତ୍ର ତାହାଙ୍କ ରାଜ୍ୟ ଉନ୍ନତି ହେବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.