ଗୀତସଂହିତା 136

ବଳବାନ ହସ୍ତ ଓ ବିସ୍ତୃତ ବାହୁ ଦ୍ୱାରା ତାହା କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

Psalm 136:12 (UKJV) With a strong hand, and with a stretched out arm: for his mercy endures for ever.

10ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ୱାରା) ମିସରକୁ ଆଘାତ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

11ପୁଣି, ସେମାନଙ୍କ ମଧ୍ୟରୁ ଇସ୍ରାଏଲକୁ ବାହାର କରି ଆଣିଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

12ବଳବାନ ହସ୍ତ ଓ ବିସ୍ତୃତ ବାହୁ ଦ୍ୱାରା ତାହା କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

13ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

14ତହିଁ ମଧ୍ୟଦେଇ ଇସ୍ରାଏଲକୁ ପାର କରାଇଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.