ଗୀତସଂହିତା 136

ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;

Psalm 136:19 (UKJV) Sihon king of the Amorites: for his mercy endures for ever:

17ଯେ ମହାରାଜାଗଣକୁ ସଂହାର କଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;

18ପରାକ୍ରାନ୍ତ ରାଜାମାନଙ୍କୁ ସଂହାର କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;

19ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;

20ପୁଣି, ବାଶନର ରାଜା ଓଗ୍‍କୁ ବଧ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;

21ଆଉ, ସେମାନଙ୍କ ଦେଶ ଅଧିକାରାର୍ଥେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.