ଗୀତସଂହିତା 136

ଦିବସରେ କର୍ତ୍ତୃତ୍ୱ କରିବା ପାଇଁ ସୂର୍ଯ୍ୟକୁ (ନିର୍ମାଣ କଲେ ସେ); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

Psalm 136:8 (UKJV) The sun to rule by day: for his mercy endures for ever:

6ଯେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ; ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

7ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

8ଦିବସରେ କର୍ତ୍ତୃତ୍ୱ କରିବା ପାଇଁ ସୂର୍ଯ୍ୟକୁ (ନିର୍ମାଣ କଲେ ସେ); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

9ରାତ୍ରିରେ କର୍ତ୍ତୃତ୍ୱ କରିବା ପାଇଁ ଚନ୍ଦ୍ର ଓ ତାରାଗଣ (ନିର୍ମାଣ କଲେ ସେ); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

10ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ୱାରା) ମିସରକୁ ଆଘାତ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.